ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କାଳରେ ପାସ ହାର ୭୮.୮୮ ପ୍ରତିଶତ ରହିଥିବା ବେଳେ ପାସ କରିଛନ୍ତି ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ | ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଯାଇଛି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍ସ କଲେଜ ଇ-ସ୍ପେସ୍ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……