ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କାଳରେ ପାସ ହାର ୭୮.୮୮ ପ୍ରତିଶତ ରହିଥିବା ବେଳେ ପାସ କରିଛନ୍ତି ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ | ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଯାଇଛି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍ସ କଲେଜ ଇ-ସ୍ପେସ୍ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..