ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୁନ ୨ତାରିଖ ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା। ୨ଟି ପର୍ଯ୍ୟାୟରେ ହେବ ଖାତାଦେଖା । ୬୪ଟି କେନ୍ଦ୍ରରେ ଅଫଲାଇନ,୩୭ଟି କେନ୍ଦ୍ରରେ ଅନଲାଇନ ମୂଲ୍ୟାୟନ କରାହେବ । ଜୁନ ୨ରୁ ଜୁନ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟର ମୂଲ୍ୟାୟାନ ହେବ । ଜୁନ୍ ୧୩ରୁ ୨୨ ଯାଏଁ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ହେବ । ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି ।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..