ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ। ଏହାବାଦ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି।






More Stories
ଓରାଙ୍ଗଉଟାନଙ୍କର ରହିଛି ଅନ୍ତର୍ଜାତୀୟ ଲିଙ୍କ…..
ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ…..
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..