ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ମାସ ୩୧ ତାରିଖ ସୁଦ୍ଧା ଯୁକ୍ତ ଦୁଇ ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି | ତେଣୁ ଠିକ ସମୟରେ ନିର୍ଭୁଲ ଭାବେ ମାର୍କ ଅପଲୋଡ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ଗଙ୍ଗାଧର ସାହୁ । ଏ ନେଇ ସେ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନ ବା ଯୁକ୍ତ ଦୁଇ ପଢ଼ାଉଥିବା ଜୁନିୟର୍ କଲେଜଗୁଡିକର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି । କୌଣସି ଦ୍ୱନ୍ଦ୍ୱ ଉପୁଜିଲେ ପରିଷଦର ପରୀକ୍ଷା ନିୟନ୍ତ୍ରକ ଡ. ବିଜୟ କୁମାର ସାହୁଙ୍କୁ ଯୋଗାଯୋଗ କରିବାକୁ ପରାମର୍ଶ ଦେଇଛନ୍ତି






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..