ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫେବ୍ରୁଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆଇଆଇଏମ୍ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ |






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..