ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ସନ୍ଧ୍ୟା ୬ଟାରେ ଟିକାନିର୍ମାତା କମ୍ପାନୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଟିକାର ଅଭାବ ଦେଖା ଦେଲାଣି । ଟିକାକରଣ ଉତ୍ପାଦନକୁ ବୃଦ୍ଧି କରିବାକୁ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ମୋଦି । କହିଛନ୍ତି, ଅଧିକରୁ ଅଧିକ ଲୋକଙ୍କୁ କରୋନା ଟିକା ଦେବାକୁ ଉଦ୍ୟମ କରାଯାଉଛି । ମେ’ ପହିଲାରୁ ୧୮ ବର୍ଷରୁ ଅଧିକ ବୟସର ଲୋକେ କୋଭିଡ ଟିକା ନେଇପାରିବେ ।






More Stories
କାଲି ମିଳିବ ସୁଭଦ୍ରା ଟଙ୍କା…..
ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ଟଙ୍କା…..
ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ…..