ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ସନ୍ଧ୍ୟା ୬ଟାରେ ଟିକାନିର୍ମାତା କମ୍ପାନୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଟିକାର ଅଭାବ ଦେଖା ଦେଲାଣି । ଟିକାକରଣ ଉତ୍ପାଦନକୁ ବୃଦ୍ଧି କରିବାକୁ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ମୋଦି । କହିଛନ୍ତି, ଅଧିକରୁ ଅଧିକ ଲୋକଙ୍କୁ କରୋନା ଟିକା ଦେବାକୁ ଉଦ୍ୟମ କରାଯାଉଛି । ମେ’ ପହିଲାରୁ ୧୮ ବର୍ଷରୁ ଅଧିକ ବୟସର ଲୋକେ କୋଭିଡ ଟିକା ନେଇପାରିବେ ।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..