ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେଉଛି। ଏଥିଲାଗି ସକାଳ ୭ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ମତଦାନ ଚାଲିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଓଡିଶାରେ ମତଦାନ ନେଇ ଏକ୍ସରେ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ଏବଂ କହିଛନ୍ତି ମୁଁ ରାଜ୍ୟବାସୀଙ୍କୁ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ କରୁଛି। ଆପଣଙ୍କ ଭୋଟ୍ , ଆପଣଙ୍କ ସ୍ଵର ବୋଲି ଲେଖିଛନ୍ତି ପ୍ରଧାନମନ୍ତ୍ରୀ। ଏହାକୁ ଦୃଢ ଓ ସ୍ପଷ୍ଟ ଭାବେ ଉତ୍ତୋଳନ କରନ୍ତୁ।






More Stories
ସଂସଦ କାର୍ଯ୍ୟ ୯ ପର୍ଯ୍ୟନ୍ତ ମୁଲତବୀ…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….
ମଣିପୁରରେ ସାନି ହିଂସା…..