ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ବର
ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ। ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ସାମାଜିକ ସଶକ୍ତିକରଣ ପାଇଁ ତାଙ୍କ ଯୋଗଦାନ ପ୍ରଶଂସାଯୋଗ୍ୟ। ତାଙ୍କ ବିୟୋଗରେ ଦୁଃଖିତ। ତାଙ୍କ ପରିବାର ଏବଂ ସମର୍ଥକମାନଙ୍କୁ ସମବେଦନା । ଓଁ ଶାନ୍ତି |






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..