Report Card Odisha

| Daily Odia News

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କୁ ବିଶେଷ ଭାବେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ୱିଟରରେ ଏକ ପୋଷ୍ଟ ସେୟାର କରି ପ୍ରଧାନମନ୍ତ୍ରୀ ମୋଦୀ ମମତା ବାନାର୍ଜୀଙ୍କୁ “ଦିଦି” ବୋଲି ସମ୍ବୋଧନ କରିଛନ୍ତି। ଏବଂ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି, “ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ଦିଦିଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା। ମୁଁ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ପ୍ରାର୍ଥନା କରୁଛି।”

Breaking News