ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠାରୁ ଦୁଇ ଦିନିଆ ୟୁଏଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ୟୁଏଇର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ ନାହୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଏବଂ ଆବୁଧାବିରେ ନିର୍ମାଣ ହୋଇଥିବା ପ୍ରଥମ ହିନ୍ଦୁ ମନ୍ଦିରର ଉଦଘାଟନ କରିବେ। ୟୁଏଇରେ ଦୁଇ ଦିନିଆ ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦଙ୍କୁ ଭାଇ ଭାବରେ ସମ୍ବୋଧିତ କରି କହିଛନ୍ତି ଯେ ସେ ତାଙ୍କୁ ଭେଟିବାକୁ ଅପେକ୍ଷା କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….