ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଶିଷ୍ଟ ସାହିତ୍ୟିକ, ଔପନାସିକ, ସମ୍ଭକାର ତଥା ପଦ୍ମ ବିଭୂଷଣ ମନୋଜ ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି । ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି: ” ମଜୋଜ ଦାସ ପ୍ରସିଦ୍ଧ ଶିକ୍ଷାବିତ, ଲୋକପ୍ରିୟ ସ୍ତମ୍ଭକାର ଏବଂ ସଫଳ ଲେଖକ ଭାବେ ନିଜକୁ ପ୍ରତିଷ୍ଠା କରିପାରିଥିଲେ । ଇଂରାଜୀ ଏବଂ ଓଡିଆ ସାହିତ୍ୟରେ ତାଙ୍କର ବିଶେଷ ଅବଦାନ ରହିଥିଲା । ସେ ଶ୍ରୀ ଅରବିନ୍ଦଙ୍କ ଦର୍ଶନର ଜଣେ ଅଗ୍ରଣୀ ପ୍ରଣେତା ମଧ୍ୟ ଥିଲେ । ତାଙ୍କ ଦେହାନ୍ତରେ ମର୍ମାହତ । ତାଙ୍କ ପରିବାର ପ୍ରତି ମୋର ସମବେଦନା । ଓମ୍ ଶାନ୍ତି” ।
More Stories
ମାହାଙ୍ଗା ଡବଲ ମର୍ଡର ମାମଲା:ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ…..
ମୋଷ୍ଟ ୱାଣ୍ଟେଡ୍ ଆଲୋକ ସେଠୀ ନିହତ: ଘର ନିଆଳି….
୧୦ ଦ୍ଵୀପରେ ଉଡ଼ିବ ତ୍ରିରଙ୍ଗା…..