ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଧାରା ୩୭୦ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି। ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ ବୋଲି କହିଛନ୍ତି | ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଧାରା ୩୭୦କୁ ହଟାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଐତିହାସିକ। ଯେଉଁଥିରେ ୫ ଅଗଷ୍ଟ ୨୦୧୯ରେ ଭାରତୀୟ ସଂସଦ ନେଇଥିବା ନିଷ୍ପତ୍ତିର ସାମ୍ବିଧାନିକତା ବଜାୟ ରହିଛି। ଏହା ଜାମ୍ମୁ କାଶ୍ମୀର, ଲଦାଖର ଆମର ଭାଇ ଓ ଭଉଣୀମାନଙ୍କର ଆଶା, ବିକାଶ ଏବଂ ଏକତାର ଏକ ପ୍ରତିଧ୍ୱନୀ। ଅଦାଲତ ଆମର ଏକତାର ମୂଳତତ୍ତ୍ୱକୁ ମଜଭୂତ କରିଛନ୍ତି।






More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……