ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ତିରୁପତି ବାଲାଜୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ମନ୍ଦିର ଗସ୍ତର ଫଟୋ ମଧ୍ୟ ସୋସିଆଲ ମିଡିଆରେ ସେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସେ ତିରୁମାଲାସ୍ଥିତ ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ପୂଜାର୍ଚ୍ଚନା ସହ ପ୍ରାର୍ଥନା କରି ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରିଛନ୍ତି।






More Stories
ଦିଲ୍ଲୀ ବୋମା ବିସ୍ଫୋରଣ: ରହିଛି ଓଡିଶା ଲିଙ୍କ୍!….
ଚୀନକୁ ଆମେରିକାର ଖୋଲା ଚେତାବନୀ…..
ସରକାରଙ୍କ ବଡ଼ ଘୋଷଣା:ତେଲ-ଗ୍ୟାସ ସପ୍ଲାଏରେ…..