ରିପୋର୍ଟ କାର୍ଡ / ଅହମଦାବାଦ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନ୍ ଆଜି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି | ଗଣମାଧ୍ୟମ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ମାଆ ଙ୍କୁ ଅହମଦାବାଦସ୍ଥିତ ୟୁ. ଏନ୍. ମେହେଟ୍ଟା ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ‘ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କଥା ଡାକ୍ତରଖାନାସୂତ୍ରରୁ ପ୍ରକାଶ। ସ୍ମରଣଯୋଗ୍ୟ, ଚଳିତ ମାସ ପ୍ରାରମ୍ଭରେ ଗୁଜରାଟ ବିଧାନସଭାର ଦ୍ବିତୀୟ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ମାଆଙ୍କୁ ଭେଟିଥିଲେ।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..