ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସୋମବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି ।
୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ,ବାଣ୍ଟିବେ ସୁଭଦ୍ରା ଟଙ୍କା….






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..