ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଟୋକିଓ -୨୦୨୦ ପାରାଅଲିମ୍ପିକ୍ସରେ ଭାଗ ନେବାକୁ ଯାଉଥିବା ଭାରତୀୟ ପାରା-ଆଥଲେଟ ଦଳ ସହିତ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହେବେ | ୯ଟି ପ୍ରତିଯୋଗିତାରେ ୫୪ ଜଣ ପାରା ଆଥଲେଟ ଭାରତକୁ ପ୍ରତିନିଧିତ୍ୱ କରିବା ପାଇଁ ଟୋକିଓ ଯାଇଛନ୍ତି । ପାରାଲିମ୍ପିକ ଖେଳରେ ଅଂଶଗ୍ରହଣ କରୁଥିବା ଏହା ସବୁଠାରୁ ବଡ ଭାରତୀୟ ଦଳ। ଏହି ବାର୍ତ୍ତାଳାପ ବେଳେ କେନ୍ଦ୍ର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଉପସ୍ଥିତ ରହିବେ ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..