ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଭିଯୋଗ ପରେ DIG ବ୍ରିଜେଶ କୁମାର ରାୟଙ୍କୁ କରାଗଲା ବଦଳି ହୋଇଛି । ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବ୍ରିଜେଶ ରାୟଙ୍କୁ ବଦଳି କରାଯାଇଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ -ରାଜ୍ୟ ପୋଲିସର ଡିଆଇଜି ପାହ୍ୟାର ଅଧିକାରୀ ବ୍ରିଜେଶ କୁମାର ରାଏଙ୍କ ପତ୍ନୀ ଜଣେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଆସିଥିଲା । ଏପରିକି ନିର୍ଯାତନାରେ ଅତିଷ୍ଠ ହୋଇ ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ କରିବା ଓ ଦୁଇଟି ଯାକ ଗୋଡ଼ ହରାଇବା ଭଳି ଅଭାବନୀୟ ଘଟଣା ଘଟିଛି । ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲ୍ରେ ଉକ୍ତ ହୋମଗାର୍ଡ ଏବେ ଚିକିତ୍ସିତ ହେଉଛନ୍ତି ।






More Stories
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ମୁହଁ ଖୋଲିଲେ ଡିଜିପି…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..