ରିପୋର୍ଟ କାର୍ଡ / କଟକ
ଆଜି ଓଡ଼ିଶା ପୋଲିସ ପାଳନ କରୁଛି ୬୨ ତମ ସହିଦ ଦିବସ। ଏହି ଅବସରରେ ପୋଲିସ ମୁଖ୍ୟାଳୟରେ ଏକ ସ୍ୱତନ୍ତ୍ର ଉତ୍ସବରେ ଆୟୋଜନ ହୋଇଛି । ଚଳିତ ବର୍ଷ ସହିଦ ହୋଇଥିବା ୨୬ ଜଣ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି। ଏହି ଉତ୍ସବରେ ପୋଲିସ ଡିଜିଙ୍କ ସହ କାର୍ଯ୍ୟ ରତ ସମସ୍ତ ବରିଷ୍ଠ ଆଇପିଏସ ଯୋଗ ଦେଇଛନ୍ତି। ପୋଲିସ ବ୍ରାସ ବ୍ୟାଣ୍ଡ ଜରିଆରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବା ସହ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ପୋଲିସ ଡିଜିଙ୍କ ସମେତ ବହୁ ବରିଷ୍ଠ ଆଇପିଏସ ଅଧିକାରୀ ।






More Stories
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..