ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ବର ଏୟାରଫିଲ୍ଡ ଥାନା ଅଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ ହୋଇଛି । ର୍ଜସିଟରେ ପ୍ରେମିକ ଜଗନ୍ନାଥ ପ୍ରଧାନ ଏକମାତ୍ର ଅଭିଯୁକ୍ତ । ୩୫୦ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି କମିଶନରେଟ୍ ପୋଲିସ । ଭୁବନେଶ୍ବର ଏସଡିଜେଏମ୍ କୋର୍ଟରେ ପ୍ରେମିକ ଜଗନ୍ନାଥ ନାଁରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିଛି ପୋଲିସ । ଚାର୍ଜସିଟ୍ ରେ ୫୧ ଜଣଙ୍କୁ ସାକ୍ଷୀ କରିଛି କମିଶନରେଟ୍ ପୋଲିସ ।
More Stories
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ……
ସମାଜସେବୀ ରଞ୍ଜନ କୁମାର ମହାପାତ୍ର ଙ୍କୁ ସମ୍ମାନ ଜନକ ପ୍ରକୃତି ବନ୍ଧୁ ପୁରସ୍କାର ……