ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ବର ଏୟାରଫିଲ୍ଡ ଥାନା ଅଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ ହୋଇଛି । ର୍ଜସିଟରେ ପ୍ରେମିକ ଜଗନ୍ନାଥ ପ୍ରଧାନ ଏକମାତ୍ର ଅଭିଯୁକ୍ତ । ୩୫୦ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି କମିଶନରେଟ୍ ପୋଲିସ । ଭୁବନେଶ୍ବର ଏସଡିଜେଏମ୍ କୋର୍ଟରେ ପ୍ରେମିକ ଜଗନ୍ନାଥ ନାଁରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିଛି ପୋଲିସ । ଚାର୍ଜସିଟ୍ ରେ ୫୧ ଜଣଙ୍କୁ ସାକ୍ଷୀ କରିଛି କମିଶନରେଟ୍ ପୋଲିସ ।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……