ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜାଗର ପାଇଁ ସରିଲା ଲିଙ୍ଗରାଜ ମହାପ୍ରଭୁଙ୍କ ପ୍ରସ୍ତୁତି ବୈଠକ । ରାତି ୧୦ଟାରେ ଉଠିବ ମହାଦୀପ । ଲିଙ୍ଗରାଜଙ୍କର ମହାଶିବରାତ୍ରି ଆୟୋଜନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁପରିଚାଳନା ପାଇଁ ୩୫ ପ୍ଲାଟୁନ ପୋଲିସ ଫୋର୍ସ ଓ ୨୦୦ ରୁ ଉର୍ଧ୍ଵ ଅଧିକାରୀ ନିୟୋଜିତ ହେବେ ବୋଲି ପୋଲିସ କମିଶନର କହିଛନ୍ତି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି ।






More Stories
୨୦୨୭ରୁ ନୂଆ ନିୟମ ଲାଗୁ…..
ବ୍ୟବସାୟୀଙ୍କୁ ହତ୍ୟା…..
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……