ରିପୋର୍ଟ କାର୍ଡ / ଭୁବନେଶ୍ଵର
ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ ଟେଷ୍ଟ।ଏଥିପାଇଁ ଭୁବନେଶ୍ୱର SDJM କୋର୍ଟରେ ହାଜର ହୋଇଛନ୍ତି ଦୀନକୃଷ୍ଣ। ଏଥିସହ ସେ ସମସ୍ତ ପ୍ରକାର ଟେଷ୍ଟ ପାଇଁ ସହମତି ପ୍ରକାଶ କରିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ ହେବ ବୋଲି ଜଣାଯାଇଛି। ଦୀନକୃଷ୍ଣ ବିରୋଧରେ ଆସିଥିବା ସଙ୍ଗୀନ ଅଭିଯୋଗ କେତେ ସତ କେତେ ମିଛ ପଲିଗ୍ରାଫ ଟେଷ୍ଟ ପରେ ସବୁ ପ୍ରମାଣିତ ହେବ ବୋଲି ଜଣାଯାଇଛି।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..