ରିପୋର୍ଟ କାର୍ଡ / କଟକ
ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ସେ ଏବେ କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି । ପୂର୍ବରୁ କିଡ୍ନୀ ରୋଗରେ ଆକ୍ରାନ୍ତ ମିହିର ଦାସଙ୍କୁ ଗତ ୭ ତାରିଖରେ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା । ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ଫେବ୍ରୁଆରୀ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ।






More Stories
ଅଭିଜିତ୍ ମଜୁମଦାରଙ୍କ ପରଲୋକ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..