ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାର ନାଁ ବଦଳିଛି। ଆଜି କେନ୍ଦ୍ର ସରକାର ପୋର୍ଟ ବ୍ଲେୟାର ନାଁକୁ ଶ୍ରୀ ବିଜୟ ପୂରମ କରିଛନ୍ତି। ଏଣିକି ପୋର୍ଟ ବ୍ଲେୟାର ଶ୍ରୀ ବିଜୟ ପୂରମ ନାଁରେ ପରିଚୟ ହାସଲ କରିବ। ଦେଶକୁ ଔପନିବେଶିକ ଛାପରୁ ବାହାର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଖିବା ସ୍ୱପ୍ନକୁ ପୂରଣ କରିବା ଉଦ୍ଦେଶ୍ୟରେ ପୋର୍ଟ ବ୍ଲେୟାରର ନାଁ ପରବିର୍ତ୍ତନ କରାଯାଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି।






More Stories
ଜଳ ଜୀବନର ଆଧାର……
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..