Report Card Odisha

| Daily Odia News

୮ରେ ଖୋଲି ନ ପାରେ ରତ୍ନ ଭଣ୍ଡାର:ଅରିଜିତ୍ ପଶାୟତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ । ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଭୁବନେଶ୍ୱରରେ ପହଞ୍ଚିବା ପରେ କହିଛନ୍ତି । ସେ ଆସନ୍ତାକାଲିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ ।

Breaking News