ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ । ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଭୁବନେଶ୍ୱରରେ ପହଞ୍ଚିବା ପରେ କହିଛନ୍ତି । ସେ ଆସନ୍ତାକାଲିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..