ରିପୋର୍ଟ କାର୍ଡ / ଭୁବନେଶ୍ୱର
OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି ପ୍ରଦୀପଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏନେଇ ଶକ୍ତି ବିଭାଗ ପକ୍ଷରୁ ସୋମବାର ଏକ ଅଧିସୂଚନା ଜାରି କରାଯାଇଛି। ରାଜ୍ୟପାଳଙ୍କ ଆଦେଶ କ୍ରମେ ଇସ୍ତଫାକୁ ଗ୍ରହଣ କରାଯାଇଥିବା ବେଳେ,୨୦୨୬ ମେ ୨୫ରେ ପ୍ରଦୀପ ପଦ ଛାଡ଼ିବାକୁ ଅନୁମତି ପାଇଛନ୍ତି ।






More Stories
କାର୍ଯ୍ୟବନ୍ଦ କର…..
ବିଜେଡି ଛାଡ଼ିଲେ ଦେବାଶିଷ….
ବ୍ରହ୍ମପୁରରେ ପୁଣି ଏନ୍କାଉଣ୍ଟର…..