ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅଗଷ୍ଟ ମାସ ପାଇଁ ଗାଇଡ୍ ଲାଇନ୍ ଘୋଷଣା କରିବେ ରାଜ୍ୟ ସରକାର। ଜୁଲାଇ ମାସ ପାଇଁ ଜାରି କରିଥିବା ଗାଇଡ୍ ଲାଇନ୍ ର ଅବଧି ଆସନ୍ତାକାଲି ୬ଟାରେ ଶେଷ ହେବ । ତେଣୁ ଏହାପୂର୍ବରୁ ଅର୍ଥାତ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ କରୋନା ଗାଇଡ୍ ଲାଇନ୍ ଜାରି କରାଯିବ। ଏନେଇ ଅପରାହ୍ନ ୩ଟା ୩୦ରେ ଘୋଷଣା କରିବେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..