ରିପୋର୍ଟ କାର୍ଡ / ଭୁବନେଶ୍ୱର
ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଶେଷ ନିସ୍ୱାଶ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ ମହାରଥୀ । ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଏନେଇ ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା।






More Stories
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..
ୟୁଟ୍ୟୁବର ହତ୍ୟା ମାମଲା:୩ ଗିରଫ, ଛୁରୀ ଜବତ…..