ରିପୋର୍ଟ କାର୍ଡ / ଭୁବନେଶ୍ଵର
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଭୁବନେଶ୍ଵର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ଵିତୀୟ ଥର ଚାର୍ଜଫ୍ରେମ୍ ଦାଖଲ କରିଛନ୍ତି। ପୂର୍ବରୁ ଭିଜିଲାନ୍ସ କୋର୍ଟରେ ଉଭୟଙ୍କ ନାଁ ୩୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିଲା। ଚାର୍ଜସିଟ୍ ରେ ଉଭୟଙ୍କ ନାଁରେ ୯ କୋଟି ଲକ୍ଷ ୧୩ ହଜାର ୭ ଟଙ୍କାର ଆୟବର୍ହିଭୂତ ସମ୍ପତି ଠାବ କରିଥିବା ଭିଜିଲାନ୍ସ ଦର୍ଶାଇଥିଲା।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..