ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ପୂର୍ବତନ ପୋଲିସ ମହାନିର୍ଦେଶକ ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା ଭାବେ କାର୍ଯ୍ୟକରିବେ। ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ତାଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି।







More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..