ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶାସକ ବିଜେଡିରୁ ଜଣେ ନେତାଙ୍କୁ ବହିଷ୍କାର କରାଯାଇଛି । କଟକ-ଚୌଦ୍ୱାର ବିଧାନସଭା ନିର୍ବାଚନ ମଣ୍ଡଳୀର ସିଟି କମିଟି ଉପସଭାପତି ପ୍ରକାଶ ଚନ୍ଦ୍ର ମହାନ୍ତିଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଜନ ବିରୋଧୀ କାର୍ଯ୍ୟକଳାପ କାରଣରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପ୍ରକାଶଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳରୁ ବହିଷ୍କାର କରିଥିବା ଜଣାପଡ଼ିଛି । ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।







More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..