ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଲିଉଡ ଅଭିନେତା ବାବୁସାନ୍ ମହାନ୍ତି, ପତ୍ନୀ ତୃପ୍ତି ଓ ବାନ୍ଧବୀ ପ୍ରକୃତି ମିଶ୍ରଙ୍କ କଳି ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି | ଏହାକୁ ନେଇ ଅନେକ ଆଲୋଚନା ସମାଲୋଚନା ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେଉଛି । ଏହାରି ମଧ୍ୟରେ ଆଜି ପ୍ରକୃତି ମିଶ୍ରଙ୍କ ଭୁବନେଶ୍ୱର ସତ୍ୟବିହାରରେ ଥିବା ଘରେ ପହଞ୍ଚିଛି ପୋଲିସ । ଖାରବେଳନଗର ଥାନା ଆଇଆଇସି ଓ ମହିଳା ପୋଲିସ ଅଧିକାରୀ ଆଜି ସତ୍ୟବିହାରସ୍ଥିତ ପ୍ରକୃତିଙ୍କ ଘରେ ପହଞ୍ଚିଥିଲେ। ପୋଲିସ ପ୍ରାୟ ଘଣ୍ଟାଏ କାଳ ପ୍ରକୃତିଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..