ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..