ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଆଉ ଦୁଇ ବିଭାଗର ଦାୟିତ୍ୱ ମିଳିଲା । ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଭାର ଦିଆଯାଇଛି । ପୂର୍ବରୁ ସେ କେବଳ ରାଜସ୍ୱ ବିପର୍ଯ୍ୟୟ ବିଭାଗର ପରିଚାଳନା କରୁଥିବା ବେଳେ ବର୍ତ୍ତମାନ ତାଙ୍କୁ ଅନ୍ୟ ଦୁଇଟି ବିଭାଗର ଦାୟିତ୍ୱ ଦିଆଯାଇଛି । ସୂଚନା ଅନୁଯାୟୀ, ୨ଟି ମନ୍ତ୍ରୀ ଇସ୍ତଫା ଦେବାପରେ ଗଣଶିକ୍ଷା ଓ ଶ୍ରମ ବିଭାଗ ଖାଲି ପଡିଥିଲା । ଗତକାଲି ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ତେଣୁ ଖାଲି ପଡିଥିବା ବିଭାଗରେ ଆଜି ପ୍ରମିଳା ମଲ୍ଲିକଙ୍କୁ ଏହି ବିଭାଗର ଦାୟିତ୍ୱ ଦିଆଯାଇଛି ।





More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..