ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେବେ ବିଜେଡିର ବାଚସ୍ପତି ପାର୍ଥୀ | ବିଜେଡି ତରଫ ରୁ ଏ ନେଇ ଘୋଷଣା ହୋଇ ଯାଇଛି । ଆସନ୍ତାକାଲି ସେ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ । ତେବେ ଆସନ୍ତା ୨୨ ତାରିଖରେ ବାଚସ୍ପତି ଆସନ ପାଇଁ ନିର୍ବାଚନ ହେବ | ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ ପ୍ରମିଳା ମଲ୍ଲିକ ।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..