ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାରା ଏସୀୟ କ୍ରୀଡ଼ା ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ପ୍ରମୋଦ ଭଗତ ହାତେଇଲେ ସ୍ୱର୍ଣ୍ଣ ପଦକ । ନିଜ ଦେଶର ନିତେଶ କୁମାରଙ୍କୁ ହରାଇ ପ୍ରମୋଦ ଭଗତ ଏହି ପଦକ ଜିତିଛନ୍ତି। ଫାଇନାଲରେ ସେ ନିତେଶଙ୍କୁ ୨୨-୨୦, ୧୮-୨୧, ୨୧-୧୯ରେ ହରାଇଛନ୍ତି । ପ୍ରଥମ ଥର ପାଇଁ ଏସିଆନ ଗେମ୍ ଗେମ୍ସରେ ୩ ଟି ପଦକ ହାସଲ କରିଛନ୍ତି ପ୍ରମୋଦ । ୨୦୧୮ ପାରା ଏସୀୟ କ୍ରୀଡ଼ାରେ ବି ସ୍ୱର୍ଣ୍ଣ ଜିତିଥିଲେ ପ୍ରମୋଦ। ୨୦୧୦ରେ ଏକକ ଓ ଯୁଗଳରେ ଭାଗ ନେଇଥିଲେ ମଧ୍ୟ କୌଣସି ସଫଳତା ହାସଲ କରି ପାରି ନ ଥିଲେ ପ୍ରମୋଦ । ୨୦୧୪ରେ ଏକକ ଓ ଯୁଗଳରେ ଭାଗ ନେଇଥିଲେ କିନ୍ତୁ କେବଳ ଏକକରେ କାଂସ୍ୟ ପଦକ ପଥିଲେ | ।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..