ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥତା ଯୋଗୁ ଖୋର୍ଦ୍ଧା ଜେଲରୁ ତାଙ୍କୁ କଟକ ଏସସିବି ଅଣାଯାଇ ଯାଇଛି । ଓକିଲଙ୍କ ଆବେଦନ ଆଧାରରେ ଆଜି ଭୋର ୪ଟା ସମୟରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତୃତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ବୁଥରେ ଗଣ୍ଡଗୋଳ ଘଟଣାରେ ପ୍ରଶାନ୍ତ ଗିରଫ କରି ଜେଲ ପଠାଇଥିଲା ପୋଲିସ ।






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..