ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିହାର ବିଧାନସଭାର ବାଚସ୍ପତି ହୋଇ ପାରନ୍ତି ବିଜେପିର ବରିଷ୍ଠ ବିଧାୟକ ପ୍ରେମ କୁମାର । ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ଏନଡିଏ । ବିଜୟ ପରେ ଏନଡିଏ ସହଯୋଗୀ ବିଜେପି , ଜେଡ଼ିୟୁ ଓ ଅନ୍ୟାନ୍ୟ ଦଳକୁ ନେଇ ନୀତୀଶ ମନ୍ତ୍ରିମଣ୍ଡଳ ଶପଥ ନେଇଥିଲେ ସୁଦ୍ଧା ବାଚସ୍ପତି ପଦକୁ ନେଇ ବିଜେପି ଓ ଜେଡ଼ିୟୁ ମଧ୍ୟରେ ଟଣା ଓଟରା ଲାଗି ରହିଥିଲା । ଏବେ ବିଜେପି ବରିଷ୍ଠ ବିଧାୟକ ପ୍ରେମ କୁମାରଙ୍କୁ ବାଚସ୍ପତି ପଦ ଏନଡିଏ ଦେଇପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି






More Stories
୧୮ରୁ ଖୋଲିବ ସ୍କୁଲ୍….
ହୀରାକୁଦରେ ହେବ ବିଶ୍ବସ୍ତରୀୟ ଖଣି ସଂଗ୍ରହାଳୟ…..
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..