ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦୁଇ ଦିନିଆ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କର ଏହା ଦ୍ୱିତୀୟ ଥର ଓଡିଶା ଗସ୍ତ | ଚଳିତ ମାସ ୧୦ ତାରିଖରେ ଓଡିଶାରେ ପହଂଚିବେ ରାଷ୍ଟ୍ରପତି | ୧୦ ରୁ ୧୧ ତାରିଖ ପର୍ଯ୍ୟନ୍ତି ଓଡ଼ିଶାରେ ରହିବେ | ଏହି ସସ୍ତ ସମୟରେ ଭୁବନେଶ୍ଵରରେ ତିନଟି ଓ କଟକରେ ଗୋଟିଏ କାର୍ଯ୍ୟକ୍ରମରେ ଯୋଗଦେବେ |






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..