ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ହୋଇସାରିଛି | ଏହା ପରେ ଆଜି ସପ୍ତଦଶ ଲୋକସଭା ଭଙ୍ଗ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆ ସରକାର ଗଠନ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନକୁ ଯାଇ ସେଠାରେ ରାଷ୍ଟ୍ରପତିଙ୍କୁ ଇସ୍ତଫାପତ୍ର ଦେଇଥିଲେ। ଏହା ପରେ ରାଷ୍ଟ୍ରପତି ଲୋକସଭା ଭଙ୍ଗ କରିଛନ୍ତି।
More Stories
ଆସିୟା ଙ୍କୁ ଆଜୀବନ କାରାଦଣ୍ଡାଦେଶ…..
ଲାଲୁଙ୍କ ପିଟିସନ ଖାରଜ…..
ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ……