ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଟୁଇଟ୍। ରକ୍ଷାବନ୍ଧନର ଅବସରରେ ସେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଭାଇ ଓ ଭଉଣୀଙ୍କ ମଧ୍ୟରେ ପ୍ରେମ ଓ ପାରସ୍ପରିକ ବିଶ୍ୱାସର ଭାବନା ଉପରେ ଆଧାରିତ । ଏହିପର୍ବ ସମସ୍ତ ଭଉଣୀ ଓ ଝିଅଙ୍କ ପ୍ରତି ସ୍ନେହ ଓ ସମ୍ମାନର ଭାବନାକୁ ପ୍ରକାଶ କରିଥାଏ। ଏହାପରେ ରାଷ୍ଟ୍ରପତି କହିଛନ୍ତି, ସମସ୍ତ ଦେଶବାସୀ ଆମ ସମାଜରେ ମହିଳାଙ୍କ ସୁରକ୍ଷା ଏବଂ ସମ୍ମାନ ସୁନିଶ୍ଚିତ କରିବା ପାଇଁ ସଂକଳ୍ପ ନେବା ଆବଶ୍ୟକ।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……