ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ଆଜି ରାଷ୍ଟ୍ରପତି OUATର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏଥିସହ ନୂତନ ଜୁଡିସିଆଲ୍ କୋର୍ଟ କଂପ୍ଲେକ୍ସର ଉଦଘାଟନୀ ଉତ୍ସବରେ ମଧ୍ୟ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପରେ ରାଜଭବନ ଫେରି ଡିନର କରିବା ସହ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଛି। ଗତକାଲି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ନେଭି ଡେ ସେଲିବ୍ରେସନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……