ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦାମୋଦର ରାଉତଙ୍କ ବିୟୋଗ ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି । ଦାମୋଦର ରାଉତ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ପଦ ସମ୍ଭାଳିଥିବା ବେଳେ ଓଡ଼ିଶାର ପ୍ରଗତିରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ଲେଖିଛନ୍ତି ଦ୍ରୌପଦୀ ମୁର୍ମୁ । ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମହାମହିମ ।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..