ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ ଭୁବନେଶ୍ୱର
ଆସନ୍ତା ଆସନ୍ତା ୨୬ ତାରିଖରୁ ଦୁଇଦିନି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୬ ତାରିଖରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉଦ୍ଯାପନୀ ସମାରୋହ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ଏହା ସହ ନେତାଜୀ ମ୍ୟୁଜିୟମ ବୁଲି ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବେ | ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗ୍ରସ୍ତ ପାଇଁ କଟକ ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ବୋଲି ସୂଚନା ମିଳିଛି |






More Stories
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..