Report Card Odisha

| Daily Odia News

ଉତ୍କଳ ଦିବସ ରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ଉତ୍କଳ ଦିବସ | ଓଡିଶା ନିଜର ୮୬ ତମ ଜନ୍ମ ଦିବସ ପାଳନ କରୁଛି । ଭାଷା ଭିତ୍ତିରେ ଗଠନ ହୋଇଥିବା ପ୍ରଥମ ରାଜ୍ୟକୁ ୮୬ ବର୍ଷ ପୁରୁଥିବା ବେଳେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଆରେ ଟ୍ୱିଟ୍ କରି ଉକ୍ରଳ ଦିବସ ଶୁଭେଚ୍ଛା ଜଣାଇଥିବା ବେଳେ ରାଷ୍ଟ୍ରପତି ହିନ୍ଦି ଭାଷାରେ ଟ୍ୱିଟ୍ କରିଥିଲେ । ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶୁଭେଚ୍ଛା ସହ ରାଜ୍ୟବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ, କହିଲେ- ଦେଶର ପ୍ରଗତିରେ ଓଡ଼ିଆ ଲୋକଙ୍କ ଯୋଗଦାନ ଉଲ୍ଲେଖନୀୟ, ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ ବୋଲି ଲେଖି ମୋଦୀ ଟ୍ୱିଟ କରିଥିଲେ ।

Breaking News