ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲକୁ ଆଜି ସକାଳେ ରାଷ୍ଟ୍ରପତି ଚେକ୍ଅପ୍ ପାଇଁ ଯାଇଥିଲେ। ସେଠାରେ ରାଷ୍ଟ୍ରପତିଙ୍କର ରୁଟିଂ ଚେକ୍ଅପ୍ ହେବା ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ହସ୍ପିଟାଲ୍ ସୂତ୍ରରୁ ଜଣାପଡ଼ିଛି।
More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..