ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଗାମୀ ୨୭ ତାରିଖରେ ପୁଣି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ଆୟୋଜିତ ହେବାକୁ ଥିବା ଯୁବ ସମାବେଶରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନଠାରୁ ଓଡ଼ିଶାରେ ବିଜେପି ପକ୍ଷରୁ ସେବା ପକ୍ଷ ପାଳନ କରାଯିବ।






More Stories
ଭାଜପା ଛାଡିଲେ ଶେହଜାଦ ପୁନାୱାଲା…..
ମହାନଦୀର ଜଳସ୍ତର ବଢୁଛି…..
ଚାଉଳ ଟ୍ରକ୍ରେ ଗଞ୍ଜେଇ…..